Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗ; ଶଙ୍ଖ ଭବନରେ ନିଜ ପ୍ରତିକ୍ରିୟାରେ ଦୁଃଖ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ ଦେବୀ ମିଶ୍ର

Bhubaneswar M Corp, Khordha | Sep 8, 2025
ନୂଆପଡ଼ାର ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବରିଷ୍ଠ ବିଜେଡି ଉପସଭାପତି ଦେବୀ ମିଶ୍ର । ଏନେଇ ଶଙ୍ଖ ଭବନରେ ବିଜେଡି ପକ୍ଷରୁ ନିରବ ପ୍ରାର୍ଥନା କରାଯାଇଥିଲା ନୂଆପଡ଼ା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆ ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଥିଲେ । ୨୦ ନଭେମ୍ବର ୧୯୫୬ ମସିହାରେ ଜନ୍ମଗ୍ରହଣ କରିଥିଲେ ଶ୍ରୀ ଢୋଲକିଆ । ତାଙ୍କର ମୃତ୍ୟୁ ଖବର ପାଇ ବିଭିନ୍ନ ରାଜନୈତିକ ଦଳର ନେତା ଓ କର୍ମୀଙ୍କ ମହଲରେ ଗଭୀର ଶୋକର ଲହରୀ ଖେଳିଯାଇଛି । ସେ ନୂଆପଡ଼ାରୁ ୪ ଥର ବିଧାୟକ ଭାବେ ନିର୍ବାଚିତି ହୋଇଥିଲେ ।
Read More News
T & CPrivacy PolicyContact Us