Download Now Banner

This browser does not support the video element.

ବୌଦ୍ଧ ସଦର: ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ

Baudh Sadar, Boudh (Bauda) | Aug 25, 2025
ସୋମବାର ଦିନ ବୌଦ୍ଧ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ବାଲିଗୁଡା ବିଧାନ ସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ବିୟୋଗରେ ଶୋକ ସଭା ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ବିଜେପି ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ପୂର୍ବତନ ବିଧାୟକ ସଚ୍ଚିଦାନନ୍ଦ ଦଲାଲ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ସ୍ମୃତି ଚାରଣ କରିଥିଲେ |
Read More News
T & CPrivacy PolicyContact Us