Download Now Banner

This browser does not support the video element.

ସୋନପୁର: ସଦର ମହକୁମା ସ୍ଥିତ ନୂତନ ଟାଉନ ହଲରେ ଏକ କ୍ଷେତ୍ରସ୍ତରୀୟ ଆର୍ଥକ ସାକ୍ଷରତା କାର୍ଯ୍ୟକ୍ରମ

Sonapur, Subarnapur (Sonepur) | Jun 20, 2025
ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ), ଭୁବନେଶ୍ବର ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସ୍ଥିତ ନୂତନ ଟାଉନ ହଲରେ ଏକ କ୍ଷେତ୍ରସ୍ତରୀୟ ଆର୍ଥକ ସାକ୍ଷରତା କାର୍ଯ୍ୟକ୍ରମ (ଏଫ୍ଏଲ୍‌ଏଫ୍ଏଲ୍‌ଇ) ଅନୁଷ୍ଠିତ ହୋଇଯାଇଛି। ଆରବିଆଇ ମହାପ୍ରବନ୍ଧକ ଶ୍ରୀମତୀ ଅନିତା ପଟ୍ଟନାୟକ,ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀମତୀ ଅନ୍ୟା ଦାସ; ଏସଏଲବିସି ଓଡ଼ିଶାର ଆବାହକ ତଥା ମୁଖ୍ୟ ମହାପ୍ରବନ୍ଧକ
Read More News
T & CPrivacy PolicyContact Us