This browser does not support the video element.
କଣ୍ଟାବାଞ୍ଜି: ଧାମନଡ଼ଙ୍ଗା ଗାଁରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ୨ ମୃତ, ୩ ଗୁରୁତର
Kantabanji, Balangir | Apr 12, 2024
କଣ୍ଟାବାଞ୍ଜି ଥାନା ଧାମନଡ଼ଙ୍ଗା ଗାଁ ନିକଟରେ ଆଜି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଉଭୟ ପଟରୁ ଦ୍ରୁତଗତିରେ ଯାଉଥିବା ବେଳେ ଦୁଇ ବାଇକ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ଜଣ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।