Download Now Banner

This browser does not support the video element.

ମାଲକାନଗିରି: ଜିଲ୍ଲାର କୃଷିଭିତ୍ତିକ କାର୍ଯ୍ଯ ପରିଦର୍ଶନ ଓ ଜଗନ୍ନାଥପାଲି ବିଦ୍ୟାଳୟରେ ଶ୍ରୀ ଅନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କୃଷି ଅତିରିକ୍ତ ସଚିବ

Malkangiri, Malkangiri | Sep 9, 2025
ଓଡ଼ିଶା ସରକାରଙ୍କ ତରଫରୁ କୃଷି ଅତିରିକ୍ତ ସଚିବ ଶୁଭ୍ରାଂଶୁ ମିଶ୍ର ମାଲକାନଗିରି ଜିଲ୍ଲାର କୃଷିଭିତ୍ତିକ କାର୍ଯ୍ୟକ୍ରମ ପରିଦର୍ଶନ କରିଥିଲେ। ଯେଉଁଥିରେ ସେ କ୍ଷୁଦ୍ର ଶସ୍ୟ ଚାଷ ପ୍ରଦର୍ଶନ କ୍ଷେତ୍ର ପରିଭ୍ରମଣ କରିଥିଲେ ଏବଂ ଏମ ଭି ୭ ର ଉଚ୍ଚ ବିଦ୍ୟାଳୟରେ ଶ୍ରୀ ଅନ୍ନ ଯୋଜନା, ଜିଲ୍ଲା କୃଷି ବିଭାଗ ମାଲକାନଗିରି ତରଫରୁ ଆୟୋଜିତ ପାରମ୍ପରିକ କ୍ଷୁଦ୍ର ଶସ୍ୟ ଯୁକ୍ତ ଖାଦ୍ୟ ମେଳା ପରିଭ୍ରମଣ କରି ଏହାର ଉଦ୍ଘାଟନ କରିଥିଲେ ଏବଂ ଏହାର ଉପାଦେୟତା ଏବଂ ପୃଷ୍ଟିଶସ୍ୟ ବିଷୟରେ ଆଲୋଚନା କରିଥିଲେ।
Read More News
T & CPrivacy PolicyContact Us