Install App
khabaraebeebe
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଆଚାର୍ଯ୍ୟ ବିହାର ପଠାଣି ସାମନ୍ତ ପ୍ଲାନେଟୋରିୟମ ରେ ଜାତୀୟ ମହାକାଶ ଦିବସରେ ଯୋଗଦେଇ ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
Bhubaneswar M Corp, Khordha | Aug 23, 2025
ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ମହାସମାରୋହରେ ପାଳିତ ହୋଇଛି । ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡିଶା ମହାକାଶ ଉପଯୋଗ କେନ୍ଦ୍ରର (ଓରସାକ) ବିଭିନ୍ନ ଭୂମିକା ଉପରେ ଆଲୋକପାତ କରିଥିଲେ । ଆଜିର ଦିବସ ପ୍ରତ୍ୟେକ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ପ୍ରେରଣାଦାୟୀ ହେବାନେଇ ମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।
Share
Read More News
T & C
Privacy Policy
Contact Us
Your browser does not support JavaScript!