Download Now Banner

This browser does not support the video element.

ଛତ୍ରପୁର: ଗଞ୍ଜାମ ଜିଲ୍ଲା ପରିଷଦର ଜଉଗଡ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ଓ ଗଞ୍ଜାମ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

Chhatrapur, Ganjam | Nov 4, 2024
ଗଞ୍ଜାମ ଜିଲ୍ଲା ପରିଷଦର ଜଉଗଡ ସମ୍ମିଳନୀ କକ୍ଷରେ ସୋମବାର ଦିନ ୧୧ ଘଣ୍ଟା ସମୟରେ ଗଞ୍ଜାମ ଜିଲ୍ଲାପାଳ ଓ ଗଞ୍ଜାମ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର ଓ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଠି ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଜିଲ୍ଲାର ବିଭିନ୍ନ ସ୍ଥାନରୁ ଲୋକେ ଆସି ନିଜ ନିଜ ଅଭିଯୋଗ ସମ୍ପର୍କରେ ଜଣାଇଥିଲେ । ମୁଖ୍ୟତଃ ବାର୍ଦ୍ଧକ୍ୟ ଭତ୍ତା, ଇନ୍ଦିରାବାସ ଆଦି ସମ୍ପର୍କରେ ଅଭିଯୋଗ ହୋଇଥିଲା l
Read More News
T & CPrivacy PolicyContact Us