Install App
khabar24pintu
This browser does not support the video element.
କଟକ ପୌରାଞ୍ଚଳ: ଗଣେଶ ପୂଜା ପାଳନ ନିମନ୍ତେ ଗୁରୁବାର କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା
Cuttack M Corp PS, Cuttack | Aug 21, 2025
ଗଣେଶ ପୂଜା-୨୦୨୫କୁ ସରସ ସୁନ୍ଦର ଓ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ନିମନ୍ତେ ଏଥିସହ ସଂପୃକ୍ତ ସମସ୍ତ ବିଭାଗୀୟ ଅଧିକାରୀ, ବିଭିନ୍ନ ଶାନ୍ତି କମିଟିର କର୍ମକର୍ତ୍ତା ତଥା ପୂଜା କମିଟିର କର୍ମକର୍ତ୍ତାମାନଙ୍କୁ ନେଇ ଜିଲ୍ଲାପାଳ ତଥା ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ଯକ୍ଷତାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁରୁବାର ଅପରାହ୍ନ ୪ଘଟିକା୩୦ମିନିଟ ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଗଣେଶ ପୂଜା ପାଳନ ଓ ଭସାଣୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।
Share
Read More News
T & C
Privacy Policy
Contact Us
Your browser does not support JavaScript!