Download Now Banner

This browser does not support the video element.

ସୋନପୁର: ବିଜୁ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏନଏସଏସ ୟୁନିଟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

Sonapur, Subarnapur (Sonepur) | Sep 13, 2025
ସୁବର୍ଣ୍ଣପୁର ଜ଼ିଲ୍ଲା ସଦର ମହକୁମା ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏନଏସଏସ ୟୁନିଟର ପ୍ରଶିକ୍ଷଣ ଶିବିର ଆଜି ଅନୁଷ୍ଠିତ ହୋଇଛି l ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷl ଶ୍ରୀମତୀ ପ୍ରୀତିମୟୀ ମିଶ୍ର ଶିବିରକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଶିବିରରେ ମୁଖ୍ୟ ଅତିଥି ତଥା ପ୍ରଶିକ୍ଷକ ଭାବେ ଡ଼.ମନୋରଞ୍ଜନ ଘଡେଇ ଯୋଗଦେଇ ସ୍ଵଛlସେବୀଙ୍କୁ ଏନ ଏସ ଏସ ସମ୍ପର୍କରେ ପ୍ରଶିକ୍ଷଣ ଦେଇ ଏହାର ଲକ୍ଷ୍ୟ, ଆଭିମୁଖ୍ୟ ଉପରେ ଆଲୋକପlତ କରିଥିଲେ l ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷl ମିଶ୍ର ତାଙ୍କ ବକ୍ତବ୍ୟରେ ଛାତ୍ରୀମାନେ ପାଠପଢା
Read More News
T & CPrivacy PolicyContact Us