Download Now Banner

This browser does not support the video element.

ଛତ୍ରପୁର: ଅନସ୍ଲୋ ମିନି ଷ୍ଟାଡିୟମ ପରିସରରେ ଛତ୍ରପୁର ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗୀତା, ଯୋଗଦେଲେ ଛତ୍ରପୁର ବିଧାୟକ

Chhatrapur, Ganjam | Sep 3, 2025
ଛତ୍ରପୁର ସ୍ଥିତ ଅନସ୍ଲୋ ମିନି ଷ୍ଟାଡିୟମ ପରିସର ରେ ଛତ୍ରପୁର ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜିତ କୁମାର ପାଢ଼ୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ବୁଧବାର ମଧ୍ଯାହ୍ନରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ ଘାଟନ କରିବା ସହ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ।
Read More News
T & CPrivacy PolicyContact Us