This browser does not support the video element.
କବିସୂର୍ଯ୍ୟନଗର: କୁମ୍ଭାରଗାଁ ପଂଚାୟତ ରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର
Kabisuryanagar, Ganjam | Sep 22, 2025
ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ କୁମ୍ଭାରଗାଁ ଗ୍ରାମ ପଞ୍ଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କୋଦଳା ତହସିଲଦାର ତଥା ବେଗୁନିଆପଡ଼ା ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସସ୍ମିତା ଶତପଥି, ସରପଞ୍ଚ ରଶ୍ମିତା ବେହେରା, ସମିତି ସଭ୍ୟ ସତୀଶ ରଞ୍ଜନ ତାରିଣୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ, ବେଗୁନିଆପଡ଼ା ଥାନା ଏସ ଆଇ ଜଗଦୀଶପଣ୍ଡା , ସି ଡି ପି ଓ ନୀଳିମା ଟପ୍ପୋ, ରାହାଡା ସ୍ୱାସ୍ଥ୍ୟ ଅଧିକାରୀ ମନୋଜ କୁମାର ସାହୁ , ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା ଉପସ୍ଥିତ ରହି ଅଭିଯୋଗ ଶୁଣିଥିଲେ।