Install App
publicnewskadambini
This browser does not support the video element.
ପଟ୍ଟାଙ୍ଗୀ: ସୁବାଇରେ ଓଡ଼ିଆ ପକ୍ଷ ପାଳନ ଅବସରରେ ବ୍ଲକ ପ୍ରଶାସନ ତରଫରୁ ଦେବାଳୟ ଓ ଐତିହ୍ୟ ସ୍ଥଳୀ ସଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Pottangi, Koraput | Apr 6, 2025
ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେମିଳିଗୁଡା ବ୍ଲକର ସୁବାଇ ଗ୍ରାମପଞ୍ଚାୟତରେ ଥିବା ସୁବାଇ ଜୈନ ମନ୍ଦିର ପ୍ରାଙ୍ଗଣରେ ବ୍ଲକ ପ୍ରଶାସନ ତରଫରୁ ଓଡ଼ିଆ ପକ୍ଷ ପାଳନ ଅବସରରେ ଦେବାଳୟ ଓ ଐତିହ୍ୟ ସ୍ଥଳୀ ଗୁଡିକର ସଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ଚେୟାରମ୍ୟାନ ଲିଲି ଅଣ୍ଟାବିରିଆଙ୍କ ସହ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବ୍ଲକ ପ୍ରଶାସନିକ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜୈନ ମନ୍ଦିର ପ୍ରାଙ୍ଗଣ ସଫେଇ କରିଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!