This browser does not support the video element.
ଦେବଗଡ: ରିଆମାଳ ପଂଚାୟତ ସମିତି କାର୍ଯ୍ୟାଳୟରେ ବିଧାୟକଙ୍କ ସମୀକ୍ଷା ବୈଠକ
Debagarh, Debagarh (Deogarh) | Sep 12, 2025
ଦେବଗଡ ଜିଲ୍ଲା ରିଆମାଳ ପଂଚାୟତ ସମିତି କାର୍ଯ୍ୟାଳୟରେ ଶୁକ୍ରବାର ବିଧାୟକଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଧାୟୋ ରୋମାଂଚ ରଞ୍ଜନ ବିଶ୍ୱାଳ ଏଥିରେ ଯୋଗଦେଇ ସରକାରୀଙ୍କ ବିଭିନ୍ନ ଯୋଜନାର ସମୀକ୍ଷା କରିବା ସହିତ ରିଆମାଳ ବ୍ଲକର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ସହିତ ଉକ୍ତ ସମସ୍ୟାର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ । ରିଆମାଳ ବ୍ଲକ ଅଧ୍ୟକ୍ଷ ମଧୁସୁଦନ ପ୍ରଧାନ, ରିଆମାଳ ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଏବଂ ନିର୍ବାଚିତ ପ୍ରତିନିଧି ପ୍ରମୁଖ ସାମିଲ ହୋଇଥିଲେ ।