Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି

Bhubaneswar M Corp, Khordha | Aug 23, 2025
ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପାଇଁ ୨୦ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ କରିଛି। ସେହି ଜିଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା।
Read More News
T & CPrivacy PolicyContact Us