Download Now Banner

This browser does not support the video element.

ଧର୍ମଶାଳା: ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଜନ ସ୍ୱାସ୍ଥ୍ୟକେନ୍ଦ୍ର ଗୃହର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ

Dharmasala, Jajpur | Dec 1, 2024
ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଜନ ସ୍ୱାସ୍ଥ୍ୟ କେନ୍ଦ୍ର ଗୃହର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି। ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଶିଳନ୍ୟାସ କରିଥିଲେ। ଏହି ଅବସରରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ସମେତ ସ୍ଥାନୀୟ ପଞ୍ଚାୟତ ପ୍ରତିନିଧି ଓ ବହୁ ଦଳୀୟ କର୍ମୀ ଉପସ୍ଥିତ ଥିଲେ। ଏଠାକୁ ଆସୁଥିବା ରୋଗୀ ମାନଙ୍କ ଉନ୍ନତମାନର ଚିକିତ୍ସା ତଥା ଭିତିଭୂମି ପାଇଁ ଏଭଳି ପଦକ୍ଷେପ ନିଆଯାଇଥିବା ସୂଚନା ମିଳିଛି।
Read More News
T & CPrivacy PolicyContact Us