Download Now Banner

This browser does not support the video element.

ଝାରସୁଗୁଡା: ଝାରସୁଗୁଡ଼ା ଯାନ୍ତ୍ରିକ ବିଦ୍ୟାଳୟ ପ୍ରେକ୍ଷାଳୟରେ ଚାଷୀଙ୍କୁ CM କିଷାନ ସମ୍ମାନନିଧି ସହାୟତା ରାଶି ପ୍ରଦାନର ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ

Jharsuguda, Jharsuguda | Aug 27, 2025
ଝାରସୁଗୁଡ଼ା ଯାନ୍ତ୍ରିକ ବିଦ୍ୟାଳୟ ପ୍ରେକ୍ଷାଳୟ ଠାରେ ଚାଷୀଙ୍କୁ ସିଏମ୍ କିଷାନ ସମ୍ମାନ ନିଧି ସହାୟତା ରାଶି ପ୍ରଦାନର ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଆଜି ସକାଳ ଏଗାରଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୪୩୬୨୬ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସିଏମ୍ କିଷାନ ସମ୍ମାନ ନିଧି ସହାୟତା ରାଶି ପ୍ରଦାନ କରାଯାଇଛି। ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ଯୋଗ ଦେଇ କେନ୍ଦ୍ର ତଥା ରାଜ୍ୟ ସରକାର ଚାଷୀମାନଙ୍କ ଆୟକୁ ବହୁଗୁଣିତ କରିବା ପାଇଁ ତତ୍ପର ବୋଲି କହିଥିଲେ।
Read More News
T & CPrivacy PolicyContact Us