Download Now Banner

This browser does not support the video element.

ମାଲକାନଗିରି: କୁଡୁମୁଲୁଗୁମ୍ମା ପଞ୍ଚାୟତ କାର୍ଯ୍ୟାଳୟରେ ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ

Malkangiri, Malkangiri | Sep 7, 2025
ଆଜି ମାଲକାନଗିରି ଜିଲ୍ଲା କୁଡୁମୁଲୁଗୁମ୍ମା ପଞ୍ଚାୟତ କାର୍ଯ୍ୟାଳୟ ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୋଲିସ ବିଭାଗ ତରଫରୁ ମହିଳା ସୁରକ୍ଷା ଓ ଆତ୍ମହତ୍ୟାରୁ ନିବୃତ ରହିବା ବିଷୟରେ ଆଲୋଚନା କରାଯାଇଥିଲା। ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ପୋଲିସ ଅଧିକାରୀ ଅଜିତ ସିଂ ବରିହା ଯୋଗ ଦେଇଥିଲା ବେଳେ ଅନ୍ୟମାନଙ୍କ ମଧ୍ୟରେ ସରପଞ୍ଚ ମଙ୍ଗଳା ମାଢୀ, ଲ୍ୟାମ୍ପ ସଭାପତି ଗୋପୀ ପାଙ୍ଗୀ, ଫାଣ୍ଡି ଅଧିକାରୀ କୃଷ୍ଣ ଚନ୍ଦ୍ର ହିଆଲ, ସମାଜସେବୀ ଜ୍ୟୋତି ରଞ୍ଜନ ପଟ୍ଟନାୟକ, ଭଗବାନ ସାହୁ ଓ ସ୍ଥାନୀୟ ପିଇଓ ରେବତୀନାଥ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us