Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: କଂଗ୍ରେସ ଭବନଠାରେ ଏଆଇସିସି ମାନବିଧିକାର ସଂଘଟନ କଂଗ୍ରେସରେ ହେଲେ ସାମିଲ;ଏନେଇ ପ୍ରତିକ୍ରିୟା ରଖିଲେ ପିସିସି ସଭାପତି ଭକ୍ତ ଦାସ

Bhubaneswar M Corp, Khordha | Jul 31, 2025
ଗୁରୁବାର କଂଗ୍ରେସ ଭବନଠାରେ ଏଆଇସିସି ମାନବିଧିକାର ସଂଘଟନ ପକ୍ଷରୁ ଆସିଥିବା କର୍ମକର୍ତ୍ତା ଓ ଶତାଧିକ ସ୍ୱେଛାସେବୀ ସଭାରେ ଯୋଗ ଦେଇଥିଲେ । ଏହି ସଭାରେ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଏବଂ ଏଆଇସିସି ହ୍ୟୁମାନ ରାଇଟ୍ସ ଓଡିଶା ସଭାପତିଙ୍କ ଉପସ୍ଥିତିରେ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ ।
Read More News
T & CPrivacy PolicyContact Us