This browser does not support the video element.
ମାଲକାନଗିରି: ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ସେବା ପକ୍ଷକୁ ନେଇ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ
Malkangiri, Malkangiri | Sep 6, 2025
ଆଜି ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ସେବା ପକ୍ଷକୁ ନେଇ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କର୍ମଶାଳା ବିଜେପି ଜିଲ୍ଲା ସଭାପତି ଅଶୋକ କୁମାର ପରିଡ଼ାଙ୍କ ନେତୃତ୍ୱରେ ହୋଇଥିବା ବେଳେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ରାଜ୍ୟ ସମ୍ପାଦିକା ପୂର୍ଣ୍ଣିମା ନାୟକ, ଚିତ୍ରକୋଣ୍ଡା ପୂର୍ବତନ ବିଧାୟକ ଡମ୍ବରୁ ଶିଶା, ପୂର୍ବତନ ଜିଲ୍ଲା ସଭାପତି ନିମାଇଁ ଚନ୍ଦ୍ର ପାଲଙ୍କ ସହିତ ଜିଲ୍ଲା ସ୍ତରୀୟ ପଦାଧିକାରୀ, ମଣ୍ଡଳ ସଭାପତି ମାନଙ୍କ ସହିତ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ଏହି ଅବସରରେ ସେବା ପକ୍ଷ ପାଳନକୁ ନେଇ ଆଲୋଚନା କରାଯାଇଥିଲା।