Download Now Banner

This browser does not support the video element.

ଫୁଲବାଣୀ ସହର: ଫୁଲବାଣୀ ଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଆସନ୍ତା 17ତାରିଖ ଗାଡିମଟର ବନ୍ଦସହ ଓଡିଶା ବନ୍ଦ କରିବାକୁ ଆହ୍ୱାନ

Phulabani Town, Kandhamal | Jul 15, 2025
ଫୁଲବାଣୀ ଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଆସନ୍ତା 17ତାରିଖ ଗାଡିମଟର ବନ୍ଦସହ ଓଡିଶା ବନ୍ଦ କରିବାକୁ ଆହ୍ୱାନ, ଏହି କାଯ୍ୟକ୍ରମ ଟି ମଙ୍ଗଳବାର ଅପରାହ୍ନ 4ଘଣ୍ଟିକା ସଯୟରେ ଅନୁଷ୍ଠିତ ହଇଯାଇଛି, ସୁଚନା ମୁତାବକ ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଘଟଣାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି କନ୍ଧମାଳ ଜିଲ୍ଲା କଂଗ୍ରେସ। ଏହାର ପ୍ରତିବାଦରେ ଆସନ୍ତା ୧୭ ତାରିଖ ଗୁରୁବାର କନ୍ଧମାଳ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ରାଜ୍ୟରେ ନାରୀ ନିର୍ଯାତନା ସୀମା ଅତିକ୍ରମ କରିଛି। ଏଭଳି ଘଟଣା ସାରା ଦେଶରେ ଓଡିଶାକୁ ନିନ୍ଦିତ କରିଛି ବୋଲି ଗଣମାଧ୍ୟମ ଆ
Read More News
T & CPrivacy PolicyContact Us