Download Now Banner

This browser does not support the video element.

ଢେଙ୍କାନାଳ ସଦର: ଢେଙ୍କାନାଳ ସିଭିଲ୍ କୋର୍ଟ ପରିସରରେ ୩ୟ ରାଷ୍ଟ୍ରୀୟଲୋକ ଅଦାଲତ

Dhenkanal Sadar, Dhenkanal | Sep 13, 2025
ଅଦ୍ୟ ତା-୧୩.୦୯.୨୦୨୫ ରିଖ ଦିନ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଅଦାଲତରେ ୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଣବ କୁମାର ରାଉତରାୟ ଙ୍କ ତତ୍ତ୍ୱାବଧାନରେ ଢେଙ୍କାନାଳ ସିଭିଲ୍‌କୋର୍ଟ ପରିସର ମଧ୍ୟରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ଏହି ଲୋକ ଅଦାଲତରେ ଜିଲ୍ଲାର ସମସ୍ତ ଅଦାଲତର ମୋଟ ୨୧୭୨ଟି ମାମଲା ଫଏସଲା କରାଯାଇଅଛି । ସେଥିମଧ୍ୟରୁ ମୋଟର ଦୁର୍ଘଟଣାଜନିତ ୩୦ଟି, ବିବାହ ଏବଂ ପାରିବାରିକ ମାମଲା ୫ଟି, ଦେଓନୀ ମାମଲା ୬୦ଟି, ବିଭିନ୍ନ ପ୍ରକାରର ଫୌଜଦାରୀ ମାମଲା ୪୦୨ଟି ।
Read More News
T & CPrivacy PolicyContact Us