Download Now Banner

This browser does not support the video element.

ମାଲକାନଗିରି: କଣ୍ଡେଲ ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବସନ୍ତ କୁମାର ରଣା ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

Malkangiri, Malkangiri | Aug 25, 2025
ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର କୁନି କୁନି ପିଲାଙ୍କୁ ଭଲ ପାଉଥିବା ଶିକ୍ଷକ ଓ ଶିକ୍ଷାକୁ ବୃତ୍ତି ଭାବେ ବାଛି ନେଇଥିବା ଶିକ୍ଷକ ବସନ୍ତ କୁମାର ରଣା, ୨୦୨୫ ମସିହା ପାଇଁ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର। ଏନେଇ ଆଜି ଦିନ ୨ଟା ସମୟରେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଶିକ୍ଷା ଅନ୍ତର୍ଗତ ସୋମନାଥପୁର ପଞ୍ଚାୟତର କଣ୍ଡେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କାର୍ଯ୍ୟରତ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବସନ୍ତ କୁମାର ରଣା ଚଳିତ ବର୍ଷ ପାଇଁ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ବିଦ୍ୟାଳୟରେ ଛାତ୍ରଛ
Read More News
T & CPrivacy PolicyContact Us