Download Now Banner

This browser does not support the video element.

ମୋଟୁ: ୫ ହଜାର ଟଙ୍କା ପାଇଁ ଯୁବକଙ୍କୁ ହତ୍ୟା ଘଟଣା, ମୋଟୁ ପୋଲିସର ତନାଘନା ଜାରି

Motu, Malkangiri | Aug 3, 2025
ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ ପି ଭି -୬୪ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ମାତ୍ର ୫ ହଜାର ଟଙ୍କା ପାଇଁ ଜଣେ ଠିକାଦାର ଜଣେ ୨୧ ବର୍ଷୀୟ ଯୁବକଙ୍କୁ ପ୍ରଥମେ ଅପହରଣ ଓ ପରେ ହତ୍ୟା କରିଥିବା ପରି ସଂଗୀନ ଅଭିଯୋଗ ମୋଟୁ ଥାନାରେ ହୋଇଛି । ଅଭିଯୋଗ ପାଇବା ପରେ ମୋଟୁ ପୁଲିସ ଠିକାଦାର ଓ ତାଙ୍କର ଜଣେ ସହଯୋଗୀଙ୍କୁ ଥାନାରେ ଅଟକ ରଖି ଅନୁସନ୍ଧାନ ଆରମ୍ଭ କରିଥିବାର ସୂଚନା ମିଳିଛି ।
Read More News
T & CPrivacy PolicyContact Us