Download Now Banner

This browser does not support the video element.

ବସ୍ତା: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବଢିଲା ମଥାନି ଠାରେ ଜଳକା ନଦୀର ଜଳସ୍ତର

Basta, Balasore | Sep 4, 2025
ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବଢିଲା ଜଳକା ନଦୀର ଜଳସ୍ତର ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ଓ ବିପଦ ସଙ୍କେତ ୬.୫0ମିଟର ରହିଛି । ଆଜି ମଧ୍ୟାହ୍ନ ସୁଦ୍ଧା ସତର୍କ ସଙ୍କେତ ଟପି 6.38 ମିଟରରେ ପ୍ରବାହିତ ହେଉଛି। ଯାହାକୁ ନେଇ ଜଳକାରେ ପୁଣି ବନ୍ୟା ଆଶଙ୍କା ଦେଖାଦେଇଛି । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବସ୍ତା ଓ ସଦର ବ୍ଲକର ଶତାଧିକ ହେକ୍ଟର ଚାଷଜମି ଜଳାର୍ଣ୍ଣବ ହୋଇଛି। ବନ୍ୟା ଆଶଙ୍କା ଚାଷୀଙ୍କୁ ଦୁର୍ଦ୍ଦଶା ଆଣିଦେଇଛି ।
Read More News
T & CPrivacy PolicyContact Us