Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିବା ପ୍ରସଙ୍ଗରେ ଜୟଦେବ ଭବନରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ ନେତା ସୁରେଶ ରାଉତରାୟ
Bhubaneswar M Corp, Khordha | Aug 24, 2025
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଂଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି । ତେବେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ନେତା ସୁରେଶ ରାଉତରାୟ |
Share
Read More News
T & C
Privacy Policy
Contact Us
Your browser does not support JavaScript!