Download Now Banner

This browser does not support the video element.

ପାରଳାଖେମୁଣ୍ଡି: ଆର୍ ସେ ଟି ସଭା ଗୃହରେ ଜିଲ୍ଲା ସ୍ତରୀୟ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ

Paralakhemundi, Gajapati | Aug 27, 2025
ଆର୍ ସେ ଟି ସଭା ଗୃହରେ ଜିଲ୍ଲା ସ୍ତରୀୟ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଆର୍ ସେ ଟି ସଭା ଗୃହରେ ଆଜି ଏଗାରଟା ବେଳେ କୃଷି ଓ କୃଷକ ସଶକ୍ତି କରଣ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ କୃଷି ଭିତ୍ତିକ ଗଣ ପର୍ବ ନୂଆଁଖାଇ ଅବସରରେ ରବି ୨୦୨୫-୨୬ର ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ବାଣିଜ୍ୟ,ପରିବହନ, ଇସ୍ପାତ୍ ଓ ଖଣି ବିଭାଗ,ଓଡ଼ିଶା ମନ୍ତ୍ରୀ ବିଭୂତି ଭୂଷଣ ଜେନା, ସମ୍ମାନିତ ଅତିଥି ଭାବେ ମୋହନା ବିଧାୟକ ଦାଶରଥି ଗମାଙ୍ଗ,
Read More News
T & CPrivacy PolicyContact Us