Download Now Banner

This browser does not support the video element.

ସୋନପୁର: ଆସନ୍ତାକାଲି ପାଇଁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ବିଜୁଳି ଓ ଘଡଘଡି ସହ ବର୍ଷା ସମ୍ଭାବନା

Sonapur, Subarnapur (Sonepur) | Aug 25, 2025
ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ 3 ଘଣ୍ଟା ସମୟରେ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ୟୋଲ ୱାର୍ନିଙ୍ଗ ଜାରି କରାଯାଇଛି l ଏହି କ୍ରମରେ ଆସନ୍ତାକାଲି ସକାଳ 8.30 ମିନିଟ ଶୁଦ୍ଧା ,ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା ଥିବାବେଳେ, ଘଣ୍ଟାପ୍ରତି ପବନର ବେଗ 30 ରୁ 40 କିଲୋମିଟର ରହିବା ନେଇ ପୂର୍ବାନୁମାନ କରିଛି ରାଜ୍ୟ ପାଣିପାଗ ବିଭାଗ l
Read More News
T & CPrivacy PolicyContact Us