This browser does not support the video element.
ଭଦ୍ରକ ଗ୍ରାମାଞ୍ଚଳ: ଚାନ୍ଦବାଲି ମହାବିଦ୍ୟାଳୟ ର ଅଧ୍ୟାପକ ଓ କର୍ମଚାରୀଙ୍କ କଲମଛାଡ ଆନ୍ଦୋଳନ ୨୬ ଦିନ ରେ ପହଞ୍ଚିଲା
Bhadrak Rural, Bhadrak | Sep 12, 2025
ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଚାନ୍ଦବାଲି ମହାବିଦ୍ୟାଳୟ ଅଧ୍ୟାପକ ଓ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ । ଆନ୍ଦୋଳନ ରେ ବସିଥିବା କର୍ମଚାରୀ ମାନଙ୍କୁ ଆନ୍ଦୋଳନ ସ୍ଥଳରେ ପହଞ୍ଚି ଲେ ଚାନ୍ଦବାଲି ବିଧାୟକ ଡ଼ ବ୍ଯାମକେଶ ରାୟ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ମହାବିଦ୍ୟାଳୟ ରେ ଅଧ୍ୟାପକ ଓ କର୍ମଚାରୀମାନେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କଲମ ଛାଡ଼ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି ରଖିଛନ୍ତି। ଆଜି ଦିନ ୧୧.୩୦ ମିନିଟ ସମୟରେ ଧାରଣା ସ୍ଥଳରେ ପହଞ୍ଚିଥିଲେ।