This browser does not support the video element.
ଅତାବିରା: ଅତାବିରା ହାଇସ୍କୁଲରେ ବ୍ଲକ ସ୍ତରୀୟ ସଂସ୍କୃତ ଦିବସ
Attabira, Bargarh (Baragarh) | Sep 1, 2025
ସଂସ୍କୃତ ଭାଷା ଭାରତୀୟ ସଂସ୍କୃତିର ମୂଳାଧାର ସଂସ୍କୃତ ବଞ୍ଚିଲେ ଆମ ସଂସ୍କୃତି ବଞ୍ଚିବ ବୋଲି ଅତାବିରା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଟିତ ବ୍ଲକ ସ୍ତରୀୟ ସଂସ୍କୃତ ଦିବସ ପାଳନ ଅବସରରେ ବିଶିଷ୍ଟ ବକ୍ତା ଗଣ ମତପ୍ରକାଶ ପାଇଛି । ବ୍ଲକ ସଭାପତି ଦିଲ୍ଲୀପ ପଟ୍ଟନାୟକଙ୍କ ଅଧ୍ୟକ୍ଷତା ଓ ସମ୍ପାଦକ ସୁଧୀର ରଥଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥିଭାବେ ବ୍ଲକ ଶିକ୍ଷା ଅଧିକାରୀ ମଛିନ୍ଦ୍ର ମଲ୍ଲିକ ଯୋଗଦେଇଥିଲେ |