Download Now Banner

This browser does not support the video element.

ଧର୍ମଗଡ: ଧର୍ମଗଡ ରେ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ।

Dharamgarh, Kalahandi | Sep 13, 2025
ତାଳୁକୁ ଆଇନ ସେବା ସମିତି ଧର୍ମଗଡ ଅନୁକୂଲ୍ୟ ରେ ସ୍ଥାନୀୟ ଧର୍ମଗଡ ସିଭିଲ କୋର୍ଟ ପରିସରରେ ଶନିବାର ସକାଳ ୧୦ ଟା ରୁ ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ତାଳୁକୁ ଆଇନ ସେବା ସମିତି ର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ତତ୍ୱାବଧାନ ରେ ଚଳିତ ବର୍ଷ ର ତୃତୀୟ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଅଛି।
Read More News
T & CPrivacy PolicyContact Us