This browser does not support the video element.
ମାଲକାନଗିରି: ମୁଦୁଲିପଡା ଏସଏସଡି ଉଚ୍ଚ ବିଦ୍ୟାଳୟରେ ରକ୍ତହୀନତା ଓ ଦୃଷ୍ଟିଜନିତ ସମସ୍ୟା ଦୂରୀକରଣ ଦିଗରେ ସଚେତନତା ନେଇ ଅଭିନବ ପ୍ରୟାସ କରିଛନ୍ତି ରାଜ୍ୟପାଳ
Malkangiri, Malkangiri | Sep 10, 2025
ଓଡ଼ିଶାର ରାଜ୍ୟପାଳ ଡ଼ ହରିବାବୁ କମ୍ଭମପାଟି ଦିନିକିଆ ମାଲକାନଗିରି ଗସ୍ତରେ ଆସି ମୁଦୁଲିପଡ଼ା ସ୍ଥିତ ସରକାରୀ ଏସଏସଡି ଉଚ୍ଚ ବିଦ୍ୟାଳୟ ଆଜି ଦିନ ୧୨ଟା ସମୟରେ ପରିଦର୍ଶନ କରିଛନ୍ତି। ଏହି ଅବସରରେ ଛାତ୍ରୀ ମାନଙ୍କ ମଧ୍ୟରେ ଦେଖା ଯାଉଥିବା ରକ୍ତ ହୀନତା ଓ ଦୃଷ୍ଟି ଜନିତ ସମସ୍ୟା ଉପରେ ସଚେତନ କରିଛନ୍ତି ରାଜ୍ୟପାଳ । ଏହି କାର୍ଯ୍ୟକ୍ରମରେ ଛାତ୍ରୀମାନଙ୍କ ପାଇଁ ୧୨ ଗୋଟି ଦୃଷ୍ଟି ଜନିତ ସମସ୍ୟା ଚିହ୍ନଟ କରିବା ଯନ୍ତ୍ର (ଫୋଲ୍ଡିଙ୍ଗ ଓରପ୍ଟର) ପ୍ରଦାନ କରିଛନ୍ତି। ସୂଚନା ଯୋଗ୍ୟ ଏଲ ଭି ଆଇ ପ୍ରସାଦ ଆଇ ଇନଷ୍ଟିଟ୍ୟୁଟ୍ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଭାଗ ସହଯୋଗ ରେ ଏହାକୁ ପ