Download Now Banner

This browser does not support the video element.

କଟକ ପୌରାଞ୍ଚଳ: ଚାନ୍ଦିନୀଚୌକ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ବାଲିଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇ ଯାଇଛି।

Cuttack M Corp PS, Cuttack | Aug 30, 2025
ଚଳିତ ବର୍ଷ ବାଲିଯାତ୍ରାକୁ ଅଧିକ ଆଡମ୍ବର ସହ ପାଳନ କରାଯିବ, ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ କଟକ ଇନ୍ କଟକ ପରିସରକୁ ନୂଆ ରୂପ ଦିଆଯିବ ବୋଲି ଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ଶନିବାର ସନ୍ଧ୍ୟା ୫ଟାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି ।
Read More News
T & CPrivacy PolicyContact Us