Download Now Banner

This browser does not support the video element.

ଖଣ୍ଡଗିରି: 800ଏକର ଜମିରେ ହେବ ନୂଆ ଭୁବନେଶ୍ୱର, ପାତ୍ରପଡାରେ ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

Khandagiri, Khordha | Sep 1, 2025
ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭୁବନେଶ୍ୱର ନେଇ ବଢିଛି ଉତ୍କଣ୍ଠା। 800 ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର । ମଳିପଡା, ଦାସପୁର, ଅନ୍ଧାରୁଆ, ଗୋଠପଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହବ । ନୂଆ ସହର ନିର୍ମାଣ ପାଇଁ ସିଙ୍ଗାପୁର ସରକାର ଏହାର ଡ୍ରଇଂଗ ଏବଂ ଡିଜାଇନ ପ୍ରସ୍ତୁତ ଦାୟିତ୍ୱ ନେଇଛନ୍ତି । ଦୋଲେରା ଗିଫ୍ଟ ସିଟି ଢାଞ୍ଚାରେ ଏହାର ନିର୍ମାଣ ହେବା ନେଇ ଚିନ୍ତା କରାଯାଉଛି। ନୂଆ ସହରରେ ଆଇଟି ପାର୍କ, ମେଡିକାଲ ସୁବିଧା, ଲୋକ ରହିବା ପାଇଁ ଘର, ବ୍ୟବସାୟୀକ ପ୍ରତିଷ୍ଠାନ, ପେଡେଷ୍ଟ୍ରିୟାନଙ୍କ ପାଇଁ ଚାଲିବା ବ୍ୟବସ୍ଥା, ଓପନ ସ୍ପେସ
Read More News
T & CPrivacy PolicyContact Us