Download Now Banner

This browser does not support the video element.

ମାଲକାନଗିରି: ମାଲକାନଗିରି ଜିଲ୍ଲା ବାଲିମେଳା ଠାରେ ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘର ସାଧାରଣ ପରିଷଦ ବୈଠକ ସହ ବ୍ଲକ ସ୍ତରୀୟ କର୍ମକର୍ତ୍ତା ଚୟନ

Malkangiri, Malkangiri | Aug 22, 2025
ମାଲକାନଗିରି ଜିଲ୍ଲା କରୁକୋଣ୍ଡା ବ୍ଲକ ଅନ୍ତର୍ଗତ ବାଲିମେଳା ଠାରେ ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘର ସାଧାରଣ ପରିଷଦ ବୈଠକ ସହ ନୂତନ ବ୍ଲକ ସ୍ତରୀୟ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ସଭାପତି ଅଶୋକ ମିଶ୍ର କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷତା କରି ନୂତନ କର୍ମକର୍ତ୍ତା ଚୟନ କରିଥିଲେ।ପରେପରେ ସାମ୍ବାଦିକ ମାନଙ୍କ ବିଭ5ସମସ୍ୟା ବିଷୟରେ ଆଲୋଚନା କରାଯାଇଥିଲା।
Read More News
T & CPrivacy PolicyContact Us