Install App
amagaonamakhabar
This browser does not support the video element.
ବୋଲଗଡ: ବୋଲଗଡ଼ ନନ୍ଦିଘୋଷ ଭବନ ପରିସରରେ ବୋଲଗଡ଼ ବ୍ଲକ କଂଗ୍ରେସର ସଂଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Bolagad, Khordha | Sep 6, 2025
ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସଙ୍ଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ବୋଲଗଡ ବ୍ଲକ ନନ୍ଦିଘୋଷ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ପୃଥ୍ୱୀବଲ୍ଳଭ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!