Download Now Banner

This browser does not support the video element.

ଝାରସୁଗୁଡା: ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଝାରସୁଗୁଡା ଜିଲ୍ଲା ମୁଖ୍ୟାଳୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ମହାସମାଧାନ ଶିବିର ଅନୁଷ୍ଠିତ

Jharsuguda, Jharsuguda | Sep 1, 2025
ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଝାରସୁଗୁଡା ଜିଲ୍ଲା ମୁଖ୍ୟାଳୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ମହାସମାଧାନ ଶିବିର ଅନୁଷ୍ଠିତ ହୋଇଛି l ଆଜି ସୋମବାର ପୂର୍ବାହ୍ନ ୧୦ ଟା ରୁ ଅପରାହ୍ନ ୧ ଟା ୩୦ ଯାଏଁ ଅନୁଷ୍ଠିତ ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ, ଆଇ ଏ ଏସ୍ ପ୍ରବେଶନର ଓ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କ ଉପସ୍ଥିତିରେ ୬୧ଗୋଟି ଅଭିଯୋଗର ଶୁଣାଣି କରାଯାଇଛି l ଅଭିଯୋଗ ସମୂହର ତର୍ଜମା ପୂର୍ବକ ସମସ୍ୟା ସମାଧାନ ପାଇଁ ଝାରସୁଗୁଡା ଜିଲ୍ଲାପାଳ କୁନାଲ ମୋତିରାମ ଚୌହ୍ୱାଣ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l
Read More News
T & CPrivacy PolicyContact Us