Download Now Banner

This browser does not support the video element.

ବାଲିଗୁଡା: ଫୁଲବାଣୀ ଠାରେ ଆଇନସେବା ସଚେତନତା କାଯ୍ୟକ୍ରମ ଅନୁଷ୍ଠିତ,

Baliguda, Kandhamal | Aug 23, 2025
ଶ୍ରୀ ରାମ ଶଙ୍କର ହୋତା, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ତା ୨୩.୦୮.୨୦୨୫ ରିଖରେ କନ୍ଧମାଳ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ଦ୍ବାରା ଫୁଲବାଣୀ ବିକଳ୍ପ ବିବାଦ ସମାଧାନ କେନ୍ଦ୍ର ସମ୍ମିଳନୀ ଗୃହ ଠାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନତା କାର୍ଯ୍ୟକ୍ରମରେ ପରିବାର ଅଦାଲତ ବିଚାରପତି ଶ୍ରୀମତୀ ରୂପଶ୍ରୀ ଚୌଧୁରୀ, ସ୍ଵତନ୍ତ୍ର ଭିଜିଲାନ୍ସ ବିଚାରପତି ଶ୍ରୀଯୁକ୍ତ ରାଜେଶ ଦାଶ, ଅତିରିକ୍ତ ଜିଲ୍ଲା ଜଜ୍ ଶ୍ରୀଯୁକ୍ତ ପ୍ରୀତିଶ କୁମାର ରାଉତରାୟ, ପୋକ୍ସୋ କୋର୍ଟ ର ବିଚାରପତି ଶ୍ର
Read More News
T & CPrivacy PolicyContact Us