Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଯଶିପୁର ପଞ୍ଚାୟତ ସମିତିରେ ଏକ ନୂତନ ସମ୍ମିଳନୀ ଗୃହର ଶୁଭ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ, ମନ୍ତ୍ରୀଙ୍କ ଯୋଗଦାନ
Baripada M, Mayurbhanj | Sep 7, 2025
ରବିବାର ଦିନ ପ୍ରାୟ ୧୨ଟାରେ ମୟୂରଭଞ୍ଜ ଜିଲ୍ଲାର ଯଶିପୁର ପଞ୍ଚାୟତ ସମିତିରେ ଏକ ନୂତନ ସମ୍ମିଳନୀ ଗୃହର ଶୁଭ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତେବେ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗ ଦେଇ ଏହାର ଶୁଭାରମ୍ଭ କରିଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!