This browser does not support the video element.
ଢେଙ୍କାନାଳ ସଦର: ଢେଙ୍କାନାଳ ଜିଲ୍ଲା ପ୍ରଶାସନ ଓ ଓଡାପଡା ପଞ୍ଚାୟତ ସମିତି ମହାବିଦ୍ୟାଳୟ ଆନୁକୁଲ୍ୟରେ ବିଶାଳ ତ୍ରୀରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ
Dhenkanal Sadar, Dhenkanal | Aug 14, 2025
ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳରୋଡ଼ସ୍ଥିତ ଓଡ଼ାପଡ଼ା ପଞ୍ଚାୟତ ସମିତି ମହାବିଦ୍ୟାଳୟ ଠାରେ ଆଜି ତା ୧୪।୮ ରିଖ ସକାଳ ୧୦ ଘଣ୍ଟା ସମୟରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଶମ୍ଭୁପ୍ରସାଦ ପ୍ରଧାନଙ୍କ ତତ୍ତ୍ଵାବଧାନରେ ଓ ଜିଲ୍ଲା ପ୍ରଶାସନ ସହଯୋଗରେ ଅନୁଷ୍ଠିତ ଏହି ଶୋଭାଯାତ୍ରାରେ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା,କର୍ମଚାରୀ ଏବଂ ଏନ୍.ସି.ସି, ଜାତୀୟ ସେବା ଯୋଜନା, ରୋଭର୍, ରେଞ୍ଜର୍ସ, ଯୁବ ରେଡକ୍ରସର ସ୍ୱେଚ୍ଛ