Download Now Banner

This browser does not support the video element.

ସୋନପୁର: ଆସନ୍ତାକାଲି ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ, ଜିଲ୍ଲାରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା

Sonapur, Subarnapur (Sonepur) | Sep 6, 2025
ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ୩ ଘଣ୍ଟା ସମୟରେ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି କରାଯାଇଛି l ଏହି କ୍ରମରେ ଆସନ୍ତାକାଲି ସକାଳ 8.30 ମିନିଟ ଶୁଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା ଥିବାବେଳେ, ଘଣ୍ଟା ପ୍ରତି 30 ରୁ 40 କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ରାଜ୍ୟ ପାଣିପାଗ ବିଭାଗ l
Read More News
T & CPrivacy PolicyContact Us