Install App
sushantpattnayak1983
This browser does not support the video element.
ଛତ୍ରପୁର: ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Chhatrapur, Ganjam | Aug 26, 2025
ପୁଣି ଲଘୁଚାପ, ଆସୁଛି ବଡ଼ ବର୍ଷା । ଆଗାମୀ ୪ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ଓ ବଜ୍ରପାତର ସମ୍ଭାବନା ରହିଛି ।ମଂଗଳବାର ଅପରାହ୍ନରେ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!