Install App
sanjayakumar.naik
This browser does not support the video element.
ଟିଟିଲାଗଡ: ବଲାଙ୍ଗିର ଠାରେ ଆୟୋଜିତ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ଯୋଗଦେଲେ ଟିଟିଲାଗଡ଼ ବିଧାୟକ ନବୀନ ଜୈନ
Titlagarh, Balangir | Sep 10, 2025
ବୁଧୁବାର ଦିନ ବଲାଙ୍ଗିର ଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଟିଟିଲାଗଡ଼ ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନ ଯୋଗଦେଇ ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଏହି ଅବସରରେ ଜିଲ୍ଲାର ସମସ୍ତ ଅଧିକାରୀ ଥିବା ବେଳେ ଟିଟିଲାଗଡ଼ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ପଦ୍ମନାଭ ସାମନ୍ତରାୟ, ଟିଟିଲାଗଡ଼ ତହସିଲଦାର ଉପସ୍ଥିତ ଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!