Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ଓଡ଼ିଶାର ପଞ୍ଚମ ଅନୁସୂଚୀ ଅଞ୍ଚଳରେ ଏନଏସି ଗଠିତ ଘୋଷଣାକୁ ପ୍ରତ୍ୟାହାର ଦାବି ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

Baripada M, Mayurbhanj | Sep 8, 2025
ଆଦିବାସୀ ସେଙ୍ଗେଲ ଅଭିଯାନ ସହିତ ଅଲ୍ ଇଣ୍ଡିଆ ମାଝୀ-ପାର୍ଗାନା ମାଡୱା ଓଡ଼ିଶା ପ୍ରଦେଶ କମିଟି ପକ୍ଷରୁ ମହାମହିମ ରାଷ୍ଟ୍ରପତି, ଓଡ଼ିଶାର ରାଜ୍ୟପାଳ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ମୟୁରଭଞ୍ଜ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକଙ୍କୁ ସୋମବାର ଦିନ ପ୍ରାୟ ୧୨.୩୦ଟାରେ ଦାବିପତ୍ର ପ୍ରଦାନ କରାଯାଇଛି।
Read More News
T & CPrivacy PolicyContact Us