Download Now Banner

This browser does not support the video element.

କଟକ ପୌରାଞ୍ଚଳ: କଟକ ସହରରେ ଧୂମଧାମରେ ଗଣେଶ ପୂଜା ଆରମ୍ଭ, ସୁରକ୍ଷା ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ, କଟକ ଡିସିପିଙ୍କ ସୂଚନା

Cuttack M Corp PS, Cuttack | Aug 27, 2025
କଟକ ସହରରେ ଧୂମଧାମରେ ଗଣେଶ ପୂଜା ଆରମ୍ଭ ହୋଇଛି। ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି କଟକ ସହର। ସହରର ବିଭିନ୍ନ ପୂଜା ମଣ୍ଡପରେ ପୂଜା ପାଉଛନ୍ତି ଗଜାନନ। ସହରର ପାଖାପାଖି ୨ ହଜାର ମଣ୍ଡପରେ ପୂଜା ପାଉଛନ୍ତି ପ୍ରଭୁ ଗଣେଶ। ଦର୍ଶନ ପାଇଁ ବିଭିନ୍ନ ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ ମଧ୍ୟ ଲାଗି ରହିଛି। ସୁରକ୍ଷା ଦୃଷ୍ଟିରୁ କଟକ କମିସନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ବୁଧବାର ରାତି ୯.୩୦ ମିନିଟ ସମୟରେ ବିଭିନ୍ନ ପୂଜା ମଣ୍ଡପ ବୁଲିବା ସମୟରେ ସୂଚନା ଦେଇଛନ୍ତି କଟକ ଡିସିପି ଋଷିକେଶ ଖିଲାରୀ ଦ୍ୟାନଦେଓ।
Read More News
T & CPrivacy PolicyContact Us