This browser does not support the video element.
ବରଗଡ: ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହେଲା ସ୍ୱାୟତ୍ତ ଶାସନ ଦିବସ ପାଳନ ସମାରୋହ
Bargarh, Bargarh (Baragarh) | Aug 31, 2025
ବରଗଡ଼ ବିଜୁ ପଟ୍ଟନାୟକ ଟାଉନ୍ ହଲ୍ରେ ସ୍ୱାୟତ୍ତ ଶାସନ ଦିବସ ପାଳନ ସମାରୋହ ରବିବାର ମଧ୍ୟାହ୍ନ 12 ଘଣ୍ଟା ସମୟରେ ଅନୁଷ୍ଠିତ ହୋଇଯାଇଛି | କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ଯୋଗଦାନ କରିଥିବା ବେଳେ ଉକ୍ତ ସମାରୋହରେ ବରଗଡ଼ ପୌର ପରିଷଦ ଅଧ୍ୟକ୍ଷା, ଅତିରିକ୍ତ ଜିଲ୍ଲାପାଳଙ୍କ ସହିତ ଗଣ୍ୟମାନ୍ୟ ବ୍ୟକ୍ତିମାନେ ଉପସ୍ଥିତ ରହିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ (ସହରୀ) ଆବାସ ଯୋଜନା ଅନ୍ତର୍ଗତ ୨୩୨ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପତ୍ର ପ୍ରଦାନ କରାଯାଇଛି ।