Download Now Banner

This browser does not support the video element.

ମାଲକାନଗିରି: ପେଡ଼ାକୋଣ୍ଡା ଗ୍ରାମରେ ଜୋନାଲ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ, ଯୋଗଦେଲେ ସ୍ଥାନୀୟ ବିଧାୟକ

Malkangiri, Malkangiri | Sep 9, 2025
ଆଜି ମାଲକାନଗିରି ଜିଲ୍ଲା ପେଡ଼ାକୋଣ୍ଡା ଗ୍ରାମରେ ଜୋନାଲ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ଯୋଗଦେଇଥିବା ବେଳେ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦଶରଥ ପଡ଼ିଆମି, ସ୍ଥାନୀୟ ସମିତି ସଭ୍ୟା, ପେଡ଼ାକୋଣ୍ଡା ଓ ବାଙ୍ଗଟିଗୁଡ଼ା ବିଦ୍ୟାଳୟର ପ୍ରଧାନଶିକ୍ଷକ ଉପସ୍ଥିତ ଥିଲେ। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
Read More News
T & CPrivacy PolicyContact Us