This browser does not support the video element.
ତରାଶିଙ୍ଗୀ: ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
Tarasingi, Ganjam | Oct 21, 2024
ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଦିନ ୧୦ ରୁ ଆରମ୍ଭ ହୋଇ ଦୁଇଟା ପର୍ଯ୍ୟନ୍ତ ଚାଲିଥିଲା । ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଶ୍ରୀ ଶୁଭେନ୍ଦୁ କୁମାର ପାତ୍ର,ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 195ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ 179ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ 16 ଟି ଥିଲା, ଜିଲ୍ଲାପାଳ ତ୍ୱରିତ 8ଟି ଅଭିଯାଗର ଫଇସଲା କରିଥିଲେ।