Download Now Banner

This browser does not support the video element.

ରାଉରକେଲା ମ୍ୟୁନିସିପାଲଟି: ସେକ୍ଟର-୪ ରାଉରକେଲା କଲେଜର ଓଡ଼ିଆ ବିଭାଗ ପକ୍ଷରୁ ଆଲୋଚନାଚକ୍ର ଆୟୋଜିତ

Raurkela M, Sundargarh | Aug 28, 2024
ସେକ୍ଟର-୪ ରାଉରକେଲା କଲେଜର ଓଡ଼ିଆ ବିଭାଗ ତରଫରୁ ଆଲୋଚନାଚକ୍ର ଆୟୋଜିତ ସେକ୍ଟର-୪ ସ୍ଥିତ ରାଉରକେଲା କଲେଜର ଓଡ଼ିଆ ବିଭାଗ ତରଫରୁ ବିଦାୟୀ ଛାତ୍ର-ଛାତ୍ରୀ ତଥା ନବାଗତ ଛାତ୍ର-ଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅବସରରେ 'ଉଦୟ ଓ ଅସ୍ତର ରଙ୍ଗ ଲୋହିତ' ଶୀର୍ଷକ ଏକ ଆଲୋଚନାଚକ୍ର ବୁଧୁବାର ପୂର୍ବାହ୍ନ ୧୧ଟା ସମୟରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ ଡଃ ରବୀନ୍ଦ୍ର କୁମାର ଜେନା ସଭାପତିତ୍ବ କରିଥିଲାବେଳେ ଛେଣ୍ଡ ସ୍ଥିତ ଚିନ୍ମୟ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଅଧ୍ୟକ୍ଷା ଶର୍ମିଷ୍ଠା କବି ଶତପଥି ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ।
Read More News
T & CPrivacy PolicyContact Us