Download Now Banner

This browser does not support the video element.

ସଦର: କଳାହାଣ୍ଡି ଜିଲ୍ଲାପାଳ କାର୍ଯ୍ୟାଳୟରେ ମାଁ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

Sadar, Kalahandi | Sep 6, 2025
ମାଁ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ lକଳାହାଣ୍ଡି ଜିଲ୍ଲାର ଅଧିଷ୍ଟାତ୍ରୀ ଦେବୀ ମାଁ ମାଣିକେଶ୍ଵରୀ ଙ୍କ ପ୍ରସିଦ୍ଧ ଛତର ଯାତ୍ରା ଆସନ୍ତା ୩୦ ସେପ୍ଟେମ୍ବର ୨୦୨୫ ରିଖ ଦିନ ଜିଲ୍ଲା ସଦର ମହକୁମା ଭବାନିପାଟଣାରେ ପାଳନ ନିମନ୍ତେ ଜିଲ୍ଲା ପ୍ରଶାସନ ତରଫରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା
Read More News
T & CPrivacy PolicyContact Us