Download Now Banner

This browser does not support the video element.

ଧର୍ମଶାଳା: ଜାରକା ସ୍ଥିତ କାର୍ଯ୍ୟାଳୟରେ ଆକ୍ରମଣ ଘଟଣାକୁ ନେଇ ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଲେ ବିଧାୟକ ହିମାଂଶୁ ଶେଖର ସାହୁ

Dharmasala, Jajpur | Nov 21, 2024
ଗତକାଲି ଯାଜପୁର ଜିଲ୍ଲା ବୁଢା ଘାଟ ଠାରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣାରେ ଦଶ ଜଣ ଗିରଫ ହୋଇଥିବା ନେଇ ହିମାଂଶୁ ଶେଖର ସାହୁ ସୂଚନା ଦେଇଛନ୍ତି । ଆଜି କୁମାରୀ ସ୍ଥିତ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ଏହି ଆକ୍ରମଣ ଘଟଣାକୁ ନିନ୍ଦା କରିବା ସହିତ ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ତାଙ୍କ ସହ ଆଲୋଚନା କରିଛନ୍ତି ବୋଲି କହିଛନ୍ତି। ରାଜ୍ୟ ସରକାର ଏ ଘଟଣାକୁ ଗୁରୁତର ସହିତ ନେଇଥିବା ବେଳେ ଏଥିରେ ପ୍ରତ୍ୟକ୍ଷ ବା ପରୋକ୍ଷରେ ସମ୍ପୃକ୍ତ ସମସ୍ତ ଆସାମୀଙ୍କୁ ଗିରଫ କରାଯିବ ବୋଲି ରାଜ୍ୟ ସରକାର ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।
Read More News
T & CPrivacy PolicyContact Us